April 25, 2025

ବିଜେବି କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ପ୍ରସଙ୍ଗ ନେଇ ବିଧାନସଭାରେ ହୋହଲ୍ଲା

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ନାରାବାଜି । ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ ବିଧାୟକ । ନାରାବାଜି ଯୋଗୁଁ ବାଧାପ୍ରାପ୍ତ ହୋଇଛି ପ୍ରଶ୍ନକାଳ । ଯାହା ଫଳରେ ଗୃହକୁ ଦିନ ୧୧ଟା ୩୦ ଯାଏଁ ମୁଲତବି ରଖିଥିଲେ ବାଚସ୍ପତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia