April 21, 2025

ବିଧାନସଭା ଆରମ୍ଭରୁ ତାତି: ଗେଟ୍ ଆଗରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଚଳିତ ଅଧିବେଶନରେ ଗୃହ ହୁଲସ୍ତୁଲ ହେବ ପ୍ରଥମ ଦିନରୁ ଏହାର ଝଲକ ଦେଖିବାକୁ ମିଳିଛି । ଆଜି ପ୍ରଥମ ଦିନରେ ଉଠିଲାଣି ମମିତା ମେହେର ହତ୍ୟା ମାମଲା । ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ଆଗରେ କଂଗ୍ରେସ ଧାରଣା ଦେଇଛି । ମମିତା ହତ୍ୟା ମାମଲାରେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia