April 20, 2025

ବିଧାନସଭା ନିର୍ବାଚନ ଲଢିପାରନ୍ତି ପ୍ରିୟଙ୍କା ଗାନ୍ଧୀ, ଆମେଠୀ କିମ୍ବା ରାୟବରେଲୀରୁ ହୋଇପାରନ୍ତି ପ୍ରାର୍ଥୀ

ଲକ୍ଷ୍ନୌ : ଆସନ୍ତା ବର୍ଷ ହେବାକୁ ଥିବା 2022 ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଅଣ୍ଟା ଭିଡ଼ିଛି । ସମସ୍ତ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି ସମୟରେ ରାଜନୈତିକ କରିଡ଼ରରେ ଆଲୋଚନା ହେଉଛି ଯେ କଂଗ୍ରେସ ସାଧାରଣ ସମ୍ପାଦକ ତଥା ଉତ୍ତରପ୍ରଦେଶ ଦାୟିତ୍ୱରେ ଥିବା ପ୍ରିୟଙ୍କା ଗାନ୍ଧୀ ଆଗାମୀ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia