April 25, 2025

ବିଧାନସଭା ମୌସୁମୀ ଅଧିବେସନ: ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍, ମୋଟ୍ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେସନରେ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ବଜେଟରେ ମୋଟ୍ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି । ତେବେ ଆସନ୍ତୁ ଜାଣିବା କେଉଁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia