April 23, 2025

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କର ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର : ଯଶସ୍ୟୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia