April 22, 2025

ବ୍ରଜରାଜନଗରରେ ବାଜିରେ ବିଜେଡିର ବାଜିମାତ୍, ୬୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ

ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନରେ ବାଜି ମାରିଲା ବିଜେଡି । ପ୍ରାୟ ୬୫ ହଜାରରୁ ଅଧିକ ଭୋଟରେ ଜିତିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ବାଜି ମାରିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସେହିପରି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି । ତେବେ ତେବଳ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia