April 22, 2025

ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବେ ନବୀନ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ସାମିଲ ଅଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia