April 23, 2025

ବ୍ରହ୍ମପୁର ପାଇଁ କଂଗ୍ରେସ ମେୟର ପ୍ରାର୍ଥୀ ହେଲେ ମଞ୍ଜୁ ରଥ

ବ୍ରହ୍ମପୁର: ଆଜି ପୌର ନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନ । ତେବେ ଶେଷ ଦିନରେ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ମଞ୍ଜୁ ରଥଙ୍କୁ ମେୟର ଟିକେଟ ଦେଇଛି କଂଗ୍ରେସ । ଆଜି ସେ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ । ତେବେ ପୂର୍ବରୁ ବିଜେଡି ଓ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia