April 23, 2025

ବ୍ରହ୍ମପୁର ବିଦ୍ୟୁତ ବିଭାଗ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ, ଗଦି ତଳୁ ମିଲିଲା ୧୭ ଲକ୍ଷ

ବ୍ରହ୍ମପୁର: ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ । ବ୍ରହ୍ମପୁର ଗ୍ରାମୀଣ ବିଦ୍ୟୁତ ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ପସିଲା ଭିଜିଲାନ୍ସ । ଚଢ଼ାଉ ବେଳେ ଘରୁ ନଗଦ ୧୬ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଆଜି ସକାଳୁ ସକାଳୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia