April 23, 2025

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର । ଅଗ୍ନିଶମ ସେବା କେନ୍ଦ୍ର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ପ୍ରତିଷ୍ଠା କରାଯିବାକୁ ଅନୁମତି ମିଳିଛି । ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia