April 21, 2025

ଭୁବନେଶ୍ବର ଏକାମ୍ର ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia