April 23, 2025

ଭୂମିକମ୍ପରେ ଥରିଲା ରାଜ୍ୟର ୪ ଜିଲ୍ଲା, ତୀବ୍ରତା ୩.୫

ଭୁବନେଶ୍ୱର: ରାଜ୍ୟର ୪ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଆଜି ସକାଳ ୧୧ଟା ୧୯ରେ ଅଳ୍ପ ସମୟ ପାଇଁ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia