April 22, 2025

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗରେ ୮୦୪ କର୍ମଚାରୀଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଦ୍ଵାରା ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia