April 21, 2025

ମନି ଲଣ୍ଡ୍ରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଗିରଫ

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ମନି ଲଣ୍ଡ୍ରିଂ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି । ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗତ କାଲି ଅନିଲ ଦେଶମୁଖଙ୍କୁ ମୁମ୍ବାଇସ୍ଥିତ ତାଙ୍କ କାର୍ଯ୍ୟାଳୟରେ 12 ଘଣ୍ଟା ଧରି ପଚରାଉଚରା କରିଥିଲା, ପରେ ତାଙ୍କୁ ଗିରଫ କରାଯାଇଥିଲା । ମନି ଲଣ୍ଡ୍ରିଂ ଅଭିଯୋଗ ପରେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia