April 24, 2025

ମହାମାରୀରେ ରାଜ୍ୟ ଅର୍ଥନୀତି ତୁଳନାତ୍ମକ ଭାବେ କମ୍ ପ୍ରଭାବିତ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆର୍ଥିକ ପରିଚାଳନା ଆଇନକୁ ଶତ ପ୍ରତିଶତ ଲାଗୁ କରିବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ । ରାଜ୍ୟପାଳଙ୍କ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି । ୨୦୨୦-୨୧ରେ ମହାମାରି ଯୋଗୁଁ ଅର୍ଥନୀତି ପ୍ରଭାବିତ ହୋଇଥିଲା । ତେବେ ଆଗୁଆ ପଦକ୍ଷେପ ଯୋଗୁଁ ୨୦୨୧-୨୨ରେ ରାଜ୍ୟର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia