April 26, 2025

ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ, 90.55 ପ୍ରତିଶତ ପାସ୍‌

ଭୁବନେଶ୍ବର: ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ। ଦୀର୍ଘ ଦୁଇ ବର୍ଷ ପରେ ପରୀକ୍ଷା ଅଫ ଲାଇନ ମାଧ୍ୟମରେ ହୋଇଛି । ପରୀକ୍ଷା ପରେ ମୂଲ୍ୟାୟନ କରି ପ୍ରକାଶ କରାଯାଇଛି ଫଳ। ଏଥର 90.55.% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପୁସ୍ତିକା ରିଲିଜ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ରାଜ୍ୟର ମାଲକାନଗିରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia