April 22, 2025

ମିହିର ଦାସଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଓଡ଼ିଶା ସିନେ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଆବର୍ତ୍ତନରେ ରାଜ୍ୟରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ପ୍ରଫେର ଗଣେଶୀଲାଲ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଶୋକ ବ୍ୟକ୍ତି କରିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia