April 21, 2025

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହୀରାକୁଦ ବିସ୍ଥାପିତ ୨ ହଜାର ପରିବାରଙ୍କୁ ମିଳିବ ଘରଡିହ

ଝାରସୁଗୁଡା: ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia