April 21, 2025

ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି: 11% ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ଜୁଲାଇ 1ରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ବର: ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଦେଲେ ପୂଜା ଭେଟି । ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11%ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia