April 21, 2025

ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ଓମ୍‌ଫେଡ୍‌ର ଅତ୍ୟାଧୁନିକ ପ୍ଲାଣ୍ଟ୍, ଦୈନିକ ୫ଲକ୍ଷ ଲିଟର ଉତ୍ପାଦନ କ୍ଷମତା

ଭୁବନେଶ୍ବର: ଆଜି କଟକ ଜିଲ୍ଲାର ଅରିଲୋ ଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି।  ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia