April 21, 2025

ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା କୋଭିଡ୍ ସମୀକ୍ଷା, ସରକାରୀ ଓ ଘରୋଇ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ କୋଭିଡ୍ ଲହରର ମୁକାବିଲା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଜିଲ୍ଲା, ପୌରାଞ୍ଚଳ ଏବଂ ହସ୍ପିଟାଲ୍ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ବିଭିନ୍ନ ଜିଲ୍ଲାପାଳ, ପୌର କମିଶନର, ସରକାରୀ ଏବଂ ଘରୋଇ ହସ୍ପିଟାଲ୍ମାନଙ୍କ ସହ ସିଧାସଳଖ ଆଲୋଚନା କରି ଏକ ସପ୍ତାହ ମଧ୍ୟରେ ସମସ୍ତ ବେଡ୍,

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia