April 20, 2025

ମୋଦୀଙ୍କୁ ନବୀନଙ୍କ ଚିଠି: ଖରିଫ ଧାନ ସୂଚାରୁ ରୂପେ ଉଠାଣ କରୁ କେନ୍ଦ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖରିଫ ଧାନ ସଂଗ୍ରହ ନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ କେନ୍ଦ୍ର ବଳକା ଚାଉଳ ଉଠାଇନଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ କେନ୍ଦ୍ର ନେବ ସେନେଇ ଚିଠିରେ ଉଲ୍ଲେଖ ରହିଛି । ଖରିଫ ଋତରେ ୫୨

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia