April 22, 2025

ମୋଦୀଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ଦେଲେ ପି ଚିଦାମ୍ବରମ୍ – ଯଦି କଂଗ୍ରେସ ନଥାନ୍ତା, ତେବେ ଆମେ ରାଜ୍ୟସଭାରେ ବସି ନ ଥାନ୍ତେ

ନୂଆଦିଲ୍ଲୀ : ଲୋକସଭା ପରେ ରାଜ୍ୟସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ କଂଗ୍ରେସ ଦଳ ଉପରେ କଡ଼ା ଆକ୍ରମଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଯଦି ଏହି ଦେଶରେ କଂଗ୍ରେସ ଦଳ ନଥାନ୍ତା ତେବେ ଖରାପ ପରିସ୍ଥିତି ହୋଇନଥାନ୍ତା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତିରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia