April 29, 2025

ମ୍ୟାଲେରିଆ ନିୟନ୍ତ୍ରଣରେ ରାଜ୍ୟର ସଫଳତା ସମୀକ୍ଷା କରିବା ପାଇଁ ଓଡିଶାରେ WHO ଟିମ୍

ଭୁବନେଶ୍ୱର: ମ୍ୟାଲେରିଆ ନିୟନ୍ତ୍ରଣରେ ଓଡ଼ିଶାକୁ କେତେ ସଫଳତା ମିଳିଛି ? ରାଜ୍ୟ ସରକାର କେମିତି ମୁକାବିଲା କରି ମ୍ୟାଲେରିଆକୁ ନିୟନ୍ତ୍ରଣ କରିଛନ୍ତି, ସେ ସମ୍ପର୍କରେ ଜାଣିବା ପାଇଁ ଓଡ଼ିଶା ଆସିଛନ୍ତି ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଟିମ୍ । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ଏହି ଟିମ ପ୍ରଥମେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia