ଚଣ୍ଡିଗଡ଼ : ପଞ୍ଜାବରେ ବିଧାନସଭା ନିର୍ବାଚନ ପାଖେଇ ଆସିବା ସହ ଶାସକ ଦଳ କଂଗ୍ରେସ ମଧ୍ୟରେ ଅନ୍ତଃକନ୍ଦଳ ବଢିବାରେ ଲାଗିଛି । ଏହି ସମୟରେ ପଞ୍ଜାବର ଡେପୁଟି ସିଏମ୍ ଏବଂ ଗୃହମନ୍ତ୍ରୀ ସୁଖଜିନ୍ଦର ସିଂହ ରାନ୍ଧୱା ପୁଣି ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂହ ସିଦ୍ଧୁଙ୍କ ବିଷୟରେ ବିବୃତ୍ତି ଦେଇଛନ୍ତି ଏବଂ ଦଳରେ ବିବାଦ ଜାରି ରହିଛି
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ