ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଦେଶ ପାଳୁଛି ସ୍ୱାଧୀନତାର ଅମୃତ ମହୋତ୍ସବ । ଦେଶର ଘରେ ଘରେ ତରଙ୍ଗାୟିତ ହେଉଛି ତ୍ରିରଙ୍ଗା । ରାଜ୍ୟବାସୀଙ୍କୁ ୭୬ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । କହିଲେ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Court grants Rs 6L compensation to rape survivor
Shrine naming row: Mamata’s action motivated by money, hints Puri Shankaracharya
Five arrested for online cricket betting