April 21, 2025

ରାଜ୍ୟରେ ଆଉ ୨୨୮ କରୋନା ପଜିଟିଭ୍ ଚିହ୍ନଟ, ୨ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia