April 21, 2025

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୧ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia