April 22, 2025

ରାଜ୍ୟରେ ପିକ୍ ଛୁଇଁ ସାରିଛି ସଂକ୍ରମଣ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । କିଛି ଦିନ ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ । ରାଜ୍ୟ କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି ଯେ, ରାଜ୍ୟରେ କୋରୋନା ସଂକ୍ରମଣ ପିକ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia