April 22, 2025

ରାଜ୍ୟରେ ପୁଣି ବର୍ଷା ଆଶଙ୍କା, ୧୧ ଜିଲ୍ଲାରେ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହର ଲାଗି ରହିଥିବା ବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ଦେଖାଦେଲାଣି । ଆସନ୍ତା ୧୦ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା । ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia