April 21, 2025

ରାଜ୍ୟରେ ବଢିଲାଣି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୨୫ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia