April 22, 2025

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୨୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia