April 22, 2025

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୫୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୦ ଜଣ ରହିଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia