April 23, 2025

ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୮୪ କରୋନା ପଜିଟିଭ୍ ଟିହ୍ନଟ ହୋଇଥିଲେ । ଯାହା ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia