April 22, 2025

ରାଜ୍ୟରେ 24 ଘଣ୍ଟାରେ 12 ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ କରୋନା ପଜିଟିଭ ହାର । ଫଳରେ ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ହ୍ରାସ ଆଶ୍ବସ୍ତ କରିଛି । ଗତ 24 ଘଣ୍ଟାରେ ରାଜ୍ୟରେ 12 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 7 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 5 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia