April 29, 2025

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୨୬ ପରେ ବଦଳିବ ପାଗ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁରରେ ସର୍ବାଧିକ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ହୋଇପାରେ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia