April 30, 2025

ରାଜ୍ୟର 4 ଜିଲ୍ଲାର ଟିବି ପୀଡ଼ିତଙ୍କ ଦାୟିତ୍ୱ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭାରତକୁ 2025 ସୁଦ୍ଧା ସଂପୂର୍ଣ୍ଣ ଭାବରେ ଟିବି ମୁକ୍ତ କରିବା ପାଇଁ “ଟିବି ମୁକ୍ତ ଭାରତ ଅଭିଯାନ”ରେ ସାମିଲ ହେବା ପାଇଁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ଏହି ପୃଷ୍ଠଭୂମିରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia