April 20, 2025

ରାଜ୍ୟ କ୍ୟାବିନେଟରେ ବଡ ନିଷ୍ପତ୍ତି: ଠିକା କର୍ମଚାରୀଙ୍କୁ ମିଳିବ ଅଧିକ ୫୦ପ୍ରତିଶତ ଦରମା

ଭୁବନେଶ୍ବର: ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ଅଧିକ ୫୦ପ୍ରତିଶତ ଦରମା ପାଇବେ ଗ୍ରୁପ ସି ଓ ଗ୍ରୁପ ଡି ଠିକା କର୍ମଚାରୀ । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ଏହି ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia