April 21, 2025

ରାଜ୍ୟ ସରକାରଙ୍କ ନୂଆବର୍ଷ ଭେଟି, ଶିକ୍ଷକଙ୍କ ପାଇଁ ଲାଗୁ ହେଲା ସପ୍ତମ ବେତନ କମିଶନ

ଭୁବନେଶ୍ୱର: ଶିକ୍ଷକଙ୍କ ପାଇଁ ଲାଗୁ ହେଲା ସପ୍ତମ ବେତନ କମିଶନ। ଆଜି ରାଜ୍ୟ କ୍ୟାବିନେଟରେ ନିଆଯାଇଛି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଏଥିରେ ୨୬ହଜାରରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ । ୨୦୨୨ରୁ ଏହି ସପ୍ତମ ବେତନ କମିଶନ ଲାଗୁ ହେବ । ଏଥିପାଇଁ ସରକାର ବାର୍ଷିକ ୧୨୬ କୋଟି ଟଙ୍କା ଖର୍ଚ୍ଚ କରିବେ ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia