ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡିଶା ଆସୁଛନ୍ତି । ଆଜି ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ଅହଞ୍ଚିବା ପରେ ଅପରାହ୍ନ ୩ଟା ୦୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିଛନ୍ତି । ହେଲିପ୍ୟାଡରୁ ୩ଟା ୧୫ରେ ବାହାରି ୩ଟା ୨୫ରେ ରାଜଭବନରେ ଅବସ୍ଥାନ କରିବେ । ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯିବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam