April 24, 2025

ରୋମରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନବୀନ

ରୋମ: ବିଦେଶ ମାଟିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମରେ ପହଞ୍ଚି ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ । ବିଶ୍ୱର ସର୍ବ ପୂରାତନ ସହର ରୋମରେ ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ଆଜି (ମଙ୍ଗଳବାର) ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନସିସଙ୍କୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia