April 20, 2025

ଶିକ୍ଷିତ ଯୁବକଙ୍କ ପାଇଁ ଆଜି ଭୁବନେଶ୍ୱର ଠାରେ ୧୨ ଦିନିଆ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମର ଶଭୁାରମ୍ଭ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଇଥିବା ପାଓ୍ୱାର ଟିଲର୍, ପମ୍ପ, ଧାନକଟା ଯନ୍ତ୍ର ଏବଂ ଯନ୍ତ୍ରଚାଳିତ ଓ୍ୱିଡର ଯନ୍ତ୍ରଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ରାଜ୍ୟର ବେରୋଜଗାର ଓ ଶିକ୍ଷିତ ଯୁବକଙ୍କ ପାଇଁ ଆଜି ଭୁବନେଶ୍ୱର ଠାରେ ୧୨ ଦିନିଆ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମର ଶଭୁାରମ୍ଭ ହୋଇଛି। ଏଥିରେ ବିଭିନ୍ନ ଜିଲ୍ଲାରୁ ୫ଟି ବ୍ୟାଚ୍ରେ ୧୫୦

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia