ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ

ପାରାଦୀପ: ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ଏକକାଳୀନ ଛାନିଭିନ୍ ଆରମ୍ଭ କରିଛି ସିବିଆଇ ଟିମ୍‌ । କଟକ ଓଡ଼ିଆ ବଜାର ସ୍ଥିତ ମହିମା ମିଶ୍ରଙ୍କ ଘରେ ଚଢାଉ କରିଛି ସିବିଆଇ । କଟକ ଲିଙ୍କ୍ ରୋଡ୍ ସ୍ଥିତ ଓଏସଏଲ୍ ଅଫିସ ସହ ପାରାଦୀପ ବଡ଼ପଡ଼ିଆ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia