April 20, 2025

ଶୁକ୍ରବାରଠୁ ବଢିବ ଶୀତ, ଦେଖା ଦେଲାଣି ଘନ କୁହୁଡି

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ବଢୁଛି ଶୀତ। ସକାଳୁ ସକାଳୁ ରାଜ୍ୟର କିଛି ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆସନ୍ତାକାଲିଠାରୁ ଅର୍ଥାତ ଶୁକ୍ରବାରଠାରୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍‌ କମିପାରେ । ଏହା ପ୍ରଭାବରେ ଥଣ୍ଡା ପ୍ରକୋପ ସାମାନ୍ୟ ବଢ଼ିବ । ଏଭଳି ପୂର୍ବାନୁମାନ କରିଛନ୍ତି କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia