ଶ୍ରାବଣ ପ୍ରଥମ ସୋମବାରରେ ଅଘଟଣ: ଶୋଇଥିଲା ବେଳେ କାଉଡିଆଙ୍କ ମୃତ୍ୟୁ

Shravan Somwar: ଶ୍ରାବଣ ସୋମବାରରେ ଶିବ ମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି । ଶିବ ମନ୍ଦିରରେ ଜଣେ ବୋଲବମ୍ କାଉଡିଆଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଘଟିଛି ଦେବଗଡ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡେଶ୍ୱର ମନ୍ଦିରରେ ।