April 22, 2025

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ସମସ୍ତ ପିଟିସନକୁ ଖାରଜ କଲେ ହାଇକୋର୍ଟ

କଟକ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆସି ସାରିଥିବାରୁ ଦାୟର ସମସ୍ତ ମାମଲାର ଶୁଣାଣି କରି ହାଇକୋର୍ଟ ଏହାକୁ ରଦ୍ଦ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆଉ କିଛି ପ୍ରାସଙ୍ଗିକତା ନଥିବା ହାଇକୋର୍ଟ କହିଛନ୍ତି । ସୂଚନା ଅନୁଯାୟୀ, ପୁରୀ ପରିକ୍ରମା ପ୍ରକଳ୍ପ ନେଇ ପୂର୍ବରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia