April 29, 2025

ଷଷ୍ଠୀରୁ ଅଷ୍ଟମୀ ପ୍ରବଳ ବର୍ଷିବ ! ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା। ମହାଷଷ୍ଠୀରେ ଭିଜିବ ଉତ୍ତର ଉପକୂଳ । ସପ୍ତମୀରେ ସମ୍ପର୍ଣ୍ଣ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଅଷ୍ଟମୀରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଭୁବନେଶ୍ୱର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia