April 22, 2025

ସଂକ୍ରମଣ ବଢିଲେ କଟକଣା ବଢ଼ିବ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ ପୁଣି ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଅନ୍ୟ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ଓଡ଼ିଶାରେ ଆଗୁଆ ସତର୍କତା ନିଆଯାଇଛି । ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ, ମ୍ୟୁନିସିପାଲ୍ କମିଶନର ଓ ସିଡିଏମଓଙ୍କୁ ସ୍ୱାସ୍ଥ୍ୟ ବିଭାଗ ଚିଠି ଲେଖିଛି । ପୂର୍ବ ପରି ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟମେଣ୍ଟକୁ ଫୋକସ କରିବା ସହ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia