April 21, 2025

ସଂବାଦପତ୍ର ହକରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମିଳିବ ସମସ୍ତ ସାମାଜିକ ସୁରକ୍ଷା, ଆର୍ଥିକ ସହାୟତା ପ୍ରଦାନ କରାଯିବ

ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ। ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia