ଢେଙ୍କାନାଳ: ପଞ୍ଚାୟତନ ନିର୍ବାଚନରେ ହାରିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେପି ନେତ୍ରୀ ଅଞ୍ଜଳି ବେହେରା । ସମତି ସଭ୍ୟ ପଦ ପାଇଁ ଲଢ଼େଇ କରି ସେ ପରାସ୍ତ ହୋଇଛନ୍ତି । ଅଞ୍ଜଳି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଗିରିଧରପ୍ରସାଦ ପଞ୍ଚାୟତରେ ସମତି ସଭ୍ୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିଲେ । ତାଙ୍କୁ ଭୋଟର ପ୍ରତ୍ୟାଖ୍ୟାନ କରିଛନ୍ତି ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ